1 Kings 6:27 — Compare Translations
5 translations compared side by side
Odia - 1840
"ସହେି କିରୁବଦ୍ବଯ ଗର୍ଭାଗାର ମଧିଅରେ ରଖାୟାଇଥିଲା। ସହେି କିରୁବଦ୍ବଯର ପକ୍ଷ ଏପରି ବିସ୍ତୀର୍ଣ୍ଣ ହାଇେଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧିଅରେ ସମାନଙ୍କେର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେହି କିରୂବଦ୍ଵୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି କିରୁବଦ୍ୱୟ ଗର୍ଭାଗାର ମଧ୍ୟରେ ରଖାଯାଇଥିଲା। ସେହି କିରୁବଦ୍ୱୟର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧ୍ୟରେ ସେମାନଙ୍କର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
Odia IRV 2017 (ଓଡିଆ ବାଇବେଲ)