1 Kings 6:29 — Compare Translations

5 translations compared side by side

Odia - 1840
"ମୂଖ୍ଯ କଠାେରୀର ଓ ଭିତର କଠାେରୀର କାନ୍ଥଗୁଡିକ ଗ୍ଭରିପାଖ ରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖାଦେିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୂଖ୍ୟ କୋଠରୀର ଓ ଭିତର କୋଠରୀର କାନ୍ଥଗୁଡ଼ିକ ଗ୍ଭରିପାଖରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖୋଦିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।