1 Kings 6:3 — Compare Translations

5 translations compared side by side

Odia - 1840
"ଆଉ ମନ୍ଦିରର ପବିତ୍ରସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗୃହର ପବିତ୍ର-ସ୍ଥାନ ସମ୍ମୁଖସ୍ଥ ବରଣ୍ତା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମନ୍ଦିରର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡ଼ିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।