1 Kings 6:31 — Compare Translations

5 translations compared side by side

Odia - 1840
"ମାହାପବିତ୍ର ସ୍ଥାନର କବାଟ ଜିତ କାଠ ରେ ନିର୍ମିତ ହାଇେଥିଲା, ଦୁଆରବନ୍ଧଟିର ପାଞ୍ଚଟି ପାଖ ଥଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଗର୍ଭାଗାରର ପ୍ରବେଶ-ଦ୍ଵାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମହାପବିତ୍ର ସ୍ଥାନର କବାଟ ଜୀତ କାଠରେ ନିର୍ମିତ ହୋଇଥିଲା, ଦୁଆରବନ୍ଧଟିର ପାଞ୍ଚୋଟି ପାଖ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।