1 Kings 6:32 — Compare Translations
5 translations compared side by side
Odia - 1840
"ଏହିରୂପେ ସେ ଜିତ କାଠ ରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ ରେ ମଣ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନର ଆକୃତି ଖୋଳିଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେ ଜୀତ କାଠରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ୍ଣରେ ମଣ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।