1 Kings 6:33 — Compare Translations

5 translations compared side by side

Odia - 1840
"ମୁଖ୍ଯ କଠାେରୀର ପ୍ରବେଶ ଦ୍ବାର ରେ ଜିତ କାଠର କବାଟ ନିର୍ମାଣ କଲେ। ଦୁଆରବନ୍ଧଟି ବର୍ଗାକାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ଵାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଖ୍ୟ କୋଠରୀର ପ୍ରବେଶ ଦ୍ୱାରରେ ଜୀତ କାଠର କବାଟ ନିର୍ମାଣ କଲେ। ଦୁଆରବନ୍ଧଟି ବର୍ଗାକାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
Odia IRV 2017 (ଓଡିଆ ବାଇବେଲ)
ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;