1 Kings 6:34 — Compare Translations
5 translations compared side by side
Odia - 1840
"ତତ୍ପରେ ସେ ଦବଦୋରୁ କାଠ ରେ ଦୁଇଟି କବାଟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସେ ଦେବଦାରୁ କାଠରେ ଦୁଇଟି କବାଟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।