1 Kings 6:35 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖାଦେିତ ହାଇେଥିଲା ଓ ସହେି ଖାଦେିତ ଆକୃତିଗୁଡିକୁ ସୁବର୍ଣ୍ଣ ରେ ମଣ୍ତନ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦିତ ହୋଇଥିଲା ଓ ସେହି ଖୋଦିତ ଆକୃତିଗୁଡ଼ିକୁ ସୁବର୍ଣ୍ଣରେ ମଣ୍ତନ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।