1 Kings 6:36 — Compare Translations
5 translations compared side by side
Odia - 1840
"ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରତ୍ୟେକ କାନ୍ଥ ତିନି ଧାଡ଼ି କଟା ପଥରରେ ଓ ଏକଧାଡ଼ି ଏରସ କାଠର କଡ଼ିରେ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।