1 Kings 6:37 — Compare Translations

5 translations compared side by side

Odia - 1840
"ଶଲୋମନଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ବର୍ଷର ଦ୍ବିତୀୟ ମାସ ସିବ୍ ମାସ ରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ଓ ବର୍ଷର ଦ୍ୱିତୀୟ ମାସ ସିବ୍ ମାସରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ବର୍ଷର ସିବ୍‍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ବର୍ଷର ସିବ୍‍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।