1 Kings 6:5 — Compare Translations
5 translations compared side by side
Odia - 1840
"ଶଲୋମନ ମନ୍ଦିର ମୂଖ୍ଯ ପାଶର୍ବ ରେ ଏକ ଧାଡି ରେ କଠାେରୀ ନିର୍ମାଣ କଲେ। ଏହା କଠାେରୀଗୁଡିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସହେି ଧାଡିର କୋଠରିଗୁଡିକ ତିନି ମହଲା ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ଗର୍ଭାଗାରର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।