1 Kings 6:6 — Compare Translations
5 translations compared side by side
Odia - 1840
"କଠାେରୀଗୁଡିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସଗେୁଡିକର କଢିକାଠଗୁଡିକ କାନ୍ଥ ଭିତରକୁ ଲାଗି ନଥିଲା। ସହେି ମନ୍ଦିରର କାନ୍ଥଟି ଉପରକୁ ସରୁ ହାଇେ ୟାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କଠାେରୀଗୁଡିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କଠାେରୀଗୁଡିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ବିତୀୟ ମହଲାର କଠାେରୀଗୁଡିକ ସାତ ହାତ ବିଶିଷ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା । କାରଣ କଡ଼ିକାଠ ଯେପରି ଗୃହକାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହକାନ୍ଥର ବାହାର ଭାଗରେ ଆଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୋଠରୀଗୁଡ଼ିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସେଗୁଡ଼ିକର କଢ଼ିକାଠଗୁଡ଼ିକ କାନ୍ଥ ଭିତରକୁ ଲାଗି ନ ଥିଲା। ସେହି ମନ୍ଦିରର କାନ୍ଥଟି ଉପରକୁ ସରୁ ହୋଇ ଯାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡ଼ିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କୋଠରୀଗୁଡ଼ିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କୋଠରୀଗୁଡ଼ିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ୱିତୀୟ ମହଲାର କୋଠରୀଗୁଡ଼ିକ ସାତ ହାତ ବିଶିଷ୍ଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।