1 Kings 6:7 — Compare Translations
5 translations compared side by side
Odia - 1840
"ସହେି ଗୃହର କାନ୍ଥ ନିର୍ମାଣ ରେ ବୃହତ୍ ପ୍ରସ୍ତରମାନ ବ୍ଯବହୃତ ହାଇେଥିଲା। ବ୍ଯବହୃତ ପ୍ରସ୍ତରଗୁଡିକ ଖଣି ରେ କଟାୟାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡି କିମ୍ବା କଟାଳି ଆଦି ଶଦ୍ଦ ଶୁଣା ଯାଉ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି ବଟାଳି, କୌଣସି ଲୌହାସ୍ତ୍ରର ଶଦ୍ଦ ଶୁଣା ନ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗୃହର କାନ୍ଥ ନିର୍ମାଣରେ ବୃହତ୍ ପ୍ରସ୍ତରମାନ ବ୍ୟବହୃତ ହୋଇଥିଲା। ବ୍ୟବହୃତ ପ୍ରସ୍ତରଗୁଡ଼ିକ ଖଣିରେ କଟାଯାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡ଼ି କିମ୍ବା କଟାଳୀ ଆଦି ଶବ୍ଦ ଶୁଣା ଯାଉ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।