1 Kings 6:8 — Compare Translations

5 translations compared side by side

Odia - 1840
"ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟମ କୋଠରିମାନର ଦ୍ଵାର ଗୃହର ଦକ୍ଷିଣଭାଗରେ ଥିଲା; ପୁଣି ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକି ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକି ଚଢ଼ି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଳ କୋଠରୀଗୁଡ଼ିକର ପ୍ରବେଶ ପଥ ଦକ୍ଷିଣ ଦିଗରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦେଇ ମଧ୍ୟମ ଚଟାଣର କୋଠରୀଗୁଡ଼ିକୁ ଓ ତୃତୀୟ ଚଟାଣର କୋଠରୀଗୁଡ଼ିକୁ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ି ଗଲେ।