1 Kings 6:9 — Compare Translations

5 translations compared side by side

Odia - 1840
"ଏହିପରି ସେ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ ଓ ଏରସ କାଠର କଡି ଓ ପଟାଦ୍ବାରା ମନ୍ଦିରକୁ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ ଓ ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସେ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପନ କଲେ ଓ ଏରସ କାଠର କଡ଼ି ଓ ପଟାଦ୍ୱାରା ମନ୍ଦିରକୁ ଆଚ୍ଛାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।