1 Kings 7:10 — Compare Translations
5 translations compared side by side
Odia - 1840
"ପ୍ରଣି ଭିତ୍ତିମୂଳ ବୃହତ୍ ଓ ମୂଲ୍ଯବାନ୍ ପଥରସର ନିର୍ମିତସହଲା।ସକଲତକ ପ୍ରସ୍ତର ଦଶହାତ ଓସକଲତକ ଆଠ ହାତ ର୍ଦୈଘ୍ଯ ବିଶିଷ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଣି ଭିତ୍ତିମୂଳ ବୃହତ୍ ଓ ମୂଲ୍ୟବାନ୍ ପଥରରେ ନିର୍ମିତ ହେଲା। କେତେକ ପ୍ରସ୍ତର ଦଶ ହାତ ଓ କେତେକ ଆଠ ହାତ ଦୈର୍ଘ୍ୟ ବିଶିଷ୍ଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।