1 Kings 7:11 — Compare Translations
5 translations compared side by side
Odia - 1840
"ସସହି ପ୍ରସ୍ତରର ଅଗ୍ରଭାଗସର ବହୁମୂଲ୍ଯସଖାଦିତ ପ୍ରସ୍ତର ଓ ଏରସ କାଠର କଡି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରସ୍ତରର ଅଗ୍ରଭାଗରେ ବହୁମୂଲ୍ୟ ଖୋଦିତ ପ୍ରସ୍ତର ଓ ଏରସ କାଠର କଡ଼ି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।