1 Kings 7:12 — Compare Translations
5 translations compared side by side
Odia - 1840
"ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁପାଶର୍ବସର କାନ୍ଥ ଥିଲା।ସସହି କାନ୍ଥଗୁଡିକ ତିନିଧାଡି ପ୍ରସ୍ତର ଓ ଏକଧାଡି ଏରସ କଡି କାଠସର ନିର୍ମିତସହାଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବରଣ୍ତାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁର୍ପାର୍ଶ୍ୱରେ କାନ୍ଥ ଥିଲା। ସେହି କାନ୍ଥଗୁଡ଼ିକ ତିନିଧାଡ଼ି ପ୍ରସ୍ତର ଓ ଏକଧାଡ଼ି ଏରସ କଡ଼ି କାଠରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।