1 Kings 7:13 — Compare Translations

5 translations compared side by side

Odia - 1840
"ଅନନ୍ତର ରାଜା ଶଲଲାମନସଲାକ ପଠାଇ ସୋରରୁ ହୀରମ ନାମକ ଏକସଲାକକୁ ଅଣାଇଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ରାଜା ଲୋକ ପଠାଇ ହୀରମ୍କୁ ସୋରରୁ ଅଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ରାଜା ଶଲୋମନ ଲୋକ ପଠାଇ ସୋରରୁ ହୀରମ୍ ନାମକ ଏକ ଲୋକକୁ ଅଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।