1 Kings 7:14 — Compare Translations

5 translations compared side by side

Odia - 1840
"ହୀରମ ଇଶ୍ରାଲୟଲର ନପ୍ତାଲି ବଂଶୀଯ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ ଜଲଣ ନିପୁଣ ପିତ୍ତଳ କାରୀଗର ଥିଲଲ। ରାଜା ଶଲଲାମନସସହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ୟ୍ଯସର ନିୟୁକ୍ତି କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା । ପୁଣି ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ଇସ୍ରାଏଲର ନପ୍ତାଲି ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତା’ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ୍ ଜଣେ ନିପୁଣ ପିତ୍ତଳ କାରୀଗର ଥିଲା। ରାଜା ଶଲୋମନ ସେହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ଯ୍ୟରେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)