1 Kings 7:15 — Compare Translations

5 translations compared side by side

Odia - 1840
"ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲା ଯାହାର ଉଚ୍ଚତା ଅଠର ହାତ ଓ ଗୋଲେଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।