1 Kings 7:16 — Compare Translations
5 translations compared side by side
Odia - 1840
"ପୁଣିସସ ଦୁଇ ସ୍ତମ୍ଭର ମଥାନସରସଦବାପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା ଓ ପ୍ରଲତ୍ୟକକ ମୁଣ୍ତାଳିର ଉଚ୍ଚତା ପାଞ୍ଚହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା; ଏକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା ଓ ପ୍ରତ୍ୟେକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।