1 Kings 7:17 — Compare Translations

5 translations compared side by side

Odia - 1840
"ସସ ମୁଣ୍ତିକୁ ଆଚ୍ଛାଦନ କରିବା ପାଇଁ ଦୁଇଟି ଲୁହାଜାଲି ନିର୍ମାଣ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତମ୍ଭ-ମଥାନର ସେହି ମୁଣ୍ତାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ତାଳି ପାଇଁ ସାତ ଓ ଅନ୍ୟ ମୁଣ୍ତାଳି ପାଇଁ ସାତ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୁଣ୍ତିକୁ ଆଚ୍ଛାଦନ କରିବା ପାଇଁ ଦୁଇଟି ଲୁହାଜାଲି ନିର୍ମାଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
Odia IRV 2017 (ଓଡିଆ ବାଇବେଲ)
ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।