1 Kings 7:18 — Compare Translations

5 translations compared side by side

Odia - 1840
"ସସ ପ୍ରଲତ୍ୟକକ ଜାଲିର ସ୍ତମ୍ବର ଅଗ୍ରଭାଗକୁ ଆଚ୍ଛାଦନ କରିବା ପାଇଁ ଦୁଇଧାଡି ଡାଳିମ୍ବାକୃତି ନିର୍ମାଣ କଲଲ। ମୁଣ୍ତାଳିସର ମଧ୍ଯ ତଦ୍ରୁପ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ତାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ଵ ଥିଲା ଓ ସେ ଅନ୍ୟ ମୁଣ୍ତାଳି ନିମନ୍ତେ ତଦ୍ରୂପ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରତ୍ୟେକ ଜାଲିର ସ୍ତମ୍ଭର ଅଗ୍ରଭାଗକୁ ଆଚ୍ଛାଦନ କରିବା ପାଇଁ ଦୁଇଧାଡ଼ି ଡାଳିମ୍ବାକୃତି ନିର୍ମାଣ କଲା। ମୁଣ୍ତାଳିରେ ମଧ୍ୟ ତଦ୍ରୂପ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
Odia IRV 2017 (ଓଡିଆ ବାଇବେଲ)
ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।