1 Kings 7:19 — Compare Translations

5 translations compared side by side

Odia - 1840
"ବାରଣ୍ତାର ଗ୍ଭରି ହାତ ବଶିଷ୍ଟ ସ୍ତମ୍ଭ ମଥାନସର ମୁଣ୍ତାଳି ପୁଷ୍ପ କର୍ମ ବିଶିଷ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବରଣ୍ତା ଭିତର ସ୍ତମ୍ଭ-ମଥାନର ମୁଣ୍ତାଳି ଚାରି ହାତ ଶୋଷଣପୁଷ୍ପ-କର୍ମବିଶିଷ୍ଟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାରଣ୍ତାର ଗ୍ଭରି ହାତ ବଶିଷ୍ଟ ସ୍ତମ୍ଭ ମଥାନରେ ମୁଣ୍ତାଳି ପୁଷ୍ପ କର୍ମ ବିଶିଷ୍ଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।