1 Kings 7:2 — Compare Translations

5 translations compared side by side

Odia - 1840
"ସସ ମଧ୍ଯ ଏକ ଗୃହ ନିର୍ମାଣ କଲଲ ତାହା ଲିବାଲନାନର ଅରଣ୍ଯ-ଗୃହ ନାମସର ନାମିତସହଲା। ଏହାର ର୍ଦୈଘ୍ଯ ଶସହ ହାତ, ପ୍ରସ୍ଥ ପଚାଶ ହାତ ଓ ଉଚ୍ଚତା ତିରିଶ ହାତ ଥିଲା। ଏହାର ଗ୍ଭରିଧାଡି ଏରସ କାଠର ସ୍ତମ୍ଭ ଉପଲର ଏରସ କାଠର କଡିସଦଇ ତାହା ନିର୍ମାଣ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ ଓ ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ଏକ ଗୃହ ନିର୍ମାଣ କଲେ ତାହା “ଲିବାନୋ‌ନ୍‌ର ଅରଣ୍ୟ-ଗୃହ” ନାମରେ ନାମିତ ହେଲା। ଏହାର ଦୈର୍ଘ୍ୟ ଶହେ ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। ଏହାର ଗ୍ଭରିଧାଡ଼ି ଏରସ କାଠର ସ୍ତମ୍ଭ ଉପରେ ଏରସ କାଠର କଡ଼ି ଦେଇ ତାହା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।