1 Kings 7:20 — Compare Translations

5 translations compared side by side

Odia - 1840
"ଆଉ ଦୁଇ ସ୍ତମ୍ଭର ଉପରି ଭାଗସର ମଧ୍ଯ ମୁଣ୍ତାଳି ଥିଲା ଓସସଗୁଡିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିସର ଚତୁର୍ଦ୍ଦିଗସର ଧାଡି ଧାଡିସହାଇ 200ଟି ଡାଳିମ୍ବାକୃତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ତାଳି ଥିଲା ଓ ସେଗୁଡ଼ିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ 200ଟି ଡାଳିମ୍ବାକୃତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।