1 Kings 7:21 — Compare Translations

5 translations compared side by side

Odia - 1840
"ହୀରମ୍ସସହି ସ୍ତମ୍ଭ ଦୁଇଟିକୁ ମନ୍ଦିରର ବାରଣ୍ତାସର ସ୍ଥାପନ କଲଲ।ସଗାଟିଏ ସ୍ତମ୍ଭ ଦକ୍ଷିଣ ପାଶର୍‌ବର ପ୍ରଲବଶ ଦ୍ବାରସର ଓ ଅନ୍ୟ ସ୍ତମ୍ଭଟି ବାମ ପାଶର୍‌ବସର ରହିଲା। ଦକ୍ଷିଣ ସ୍ତମ୍ଭର ନାମ ୟାଖୀନ୍ ଓ ବାମ ସ୍ତମ୍ଭର ନାମ ବୋଯସ୍ସଦଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ମନ୍ଦିରର ବରଣ୍ତାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ସେହି ସ୍ତମ୍ଭ ଦୁଇଟିକୁ ମନ୍ଦିରର ବାରଣ୍ତାରେ ସ୍ଥାପନ କଲା। ଗୋଟିଏ ସ୍ତମ୍ଭ ଦକ୍ଷିଣ ପାର୍ଶ୍ୱର ପ୍ରବେଶ ଦ୍ୱାରରେ ଓ ଅନ୍ୟ ସ୍ତମ୍ଭଟି ବାମ ପାର୍ଶ୍ୱରେ ରହିଲା। ଦକ୍ଷିଣ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ସ୍ତମ୍ଭର ନାମ ବୋୟସ୍ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।