1 Kings 7:22 — Compare Translations
5 translations compared side by side
Odia - 1840
"ପୁଣିସସ ପୁଷ୍ପାକୃତି ମୁଣ୍ତାଳିକୁ ସ୍ତମ୍ଭର ମଥାନ ଉପଲର ରଖିଲା। ଏହିରୂଲପ ସ୍ତମ୍ଭ କାର୍ୟ୍ଯ ସମାପ୍ତସହଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ତମ୍ଭ-ମଥାନ ଉପରେ ଶୋଷଣପୁଷ୍ପ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ପୁଷ୍ପାକୃତି ମୁଣ୍ତାଳିକୁ ସ୍ତମ୍ଭର ମଥାନ ଉପରେ ରଖିଲା। ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।