1 Kings 7:24 — Compare Translations
5 translations compared side by side
Odia - 1840
"ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖସର ଏକ ଫନ୍ଦ ଥିଲା। ଫନ୍ଦ ତଲଳ ଦୁଇଧାଡି ପିତ୍ତଳର ଲାଭ ଥିଲା।ସସହି ଲାଭାଗୁଡିକ ଚୌବାଚା ସହିତ ଏକ ଖଣ୍ତ କରି ନିର୍ମାଣ କରାୟାଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖରେ ଏକ ଫନ୍ଦ ଥିଲା। ଫନ୍ଦ ତଳେ ଦୁଇଧାଡ଼ି ପିତ୍ତଳର ଲାଭା ଥିଲା। ସେହି ଲାଭାଗୁଡ଼ିକ ଚୌବାଗ୍ଭ ସହିତ ଏକ ଖଣ୍ତ କରି ନିର୍ମାଣ କରାଯାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।