1 Kings 7:25 — Compare Translations
5 translations compared side by side
Odia - 1840
"ଏହି କୁଣ୍ତ ବାରସଗାଟି ଷଣ୍ତ ଉପଲର ସ୍ଥାପିତସହାଇଥିଲା।ସସହି ଷଣ୍ତଗୁଡିକ ତିନିଦଳସର ସଜାସହାଇଥିଲଲ ଏବଂ ମୁହଁ ଗ୍ଭରିଦିଗ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ କରିଥିଲା। ଷଣ୍ତମାନଙ୍କର ପଶ୍ଚାତ୍ଭାଗ କୁଣ୍ତ ମଝି ଆଡକୁ ଥିଲା। କୁଣ୍ତସସମାନଙ୍କ ଉପଲର ରଖାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପାତ୍ର ଦ୍ଵାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କୁଣ୍ତ ବାର ଗୋଟି ଷଣ୍ଢ ଉପରେ ସ୍ଥାପିତ ହୋଇଥିଲା। ସେହି ଷଣ୍ଢଗୁଡ଼ିକ ତିନି ଦଳରେ ସଜା ହୋଇଥିଲେ ଏବଂ ମୁହଁ ଗ୍ଭରିଦିଗ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ କରିଥିଲା। ଷଣ୍ଢମାନଙ୍କର ପଶ୍ଚାତ୍ଭାଗ କୁଣ୍ତ ମଝି ଆଡ଼କୁ ଥିଲା। କୁଣ୍ତ ସେମାନଙ୍କ ଉପରେ ରଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
Odia IRV 2017 (ଓଡିଆ ବାଇବେଲ)