1 Kings 7:26 — Compare Translations

5 translations compared side by side

Odia - 1840
"ସସହି ପାତ୍ରରସମାଟଲଇ ଗ୍ଭରି ଆଙ୍ଗୁଳି ଥିଲା। ତା'ର ଫନ୍ଦ କପ୍ର ଫନ୍ଦ ପରି କିଅବା ପୁଷ୍ପର ପାଖୁଡା ସଦୃଶ ଥିଲା।ସସହି ଚୌବାଗ୍ଭ 2,000 ମହଣ ଧାରଣ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାତ୍ରର ମୋଟେଇ ଗ୍ଭରି ଅଙ୍ଗୁଳି ଥିଲା। ତା’ର ଫନ୍ଦ କପର ଫନ୍ଦ ପରି କିଅବା ପୁଷ୍ପର ପାଖୁଡ଼ା ସଦୃଶ ଥିଲା। ସେହି ଚୌବାଗ୍ଭ 2000 ମହଣ ଧାରଣ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।