1 Kings 7:27 — Compare Translations
5 translations compared side by side
Odia - 1840
"ତା'ପଲର ହୀରମ ଦଶଟି କଂସା ଶଗଡ ନିର୍ମାଣ କଲା। ପ୍ରଲତ୍ୟକକ ଶଗଡର ର୍ଦୈଘ୍ଯ ଗ୍ଭରିହାତ, ପ୍ରସ୍ଥ ଗ୍ଭରି ହାତ ଓ ଉଚ୍ଚତା ତିନିହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ ଓ ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହୀରମ୍ ଦଶ ଗୋଟି କଂସା ଶଗଡ଼ ନିର୍ମାଣ କଲା। ପ୍ରତ୍ୟେକ ଶଗଡ଼ର ଦୈର୍ଘ୍ୟ ଗ୍ଭରି ହାତ, ପ୍ରସ୍ଥ ଗ୍ଭରି ହାତ ଓ ଉଚ୍ଚତା ତିନି ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।