1 Kings 7:28 — Compare Translations
5 translations compared side by side
Odia - 1840
"ସସହି ଶଗଡଗୁଡିକର ଗଠନ ଚତୁଭୁର୍ଜାକାର ଓ ଫ୍ସରମ ମଝିସର ବିଟ ଥିଲା। ଯଥା:ସସ ସବୁର ମଧ୍ଯସଦଶ ଥିଲା ଓସସହିସବୁ ମଧ୍ଯସଦଶ ବିଟମାନଙ୍କ ମଧିଅଲର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶଗଡ଼ଗୁଡ଼ିକର ଗଠନ ଚତୁର୍ଭୁଜାକାର ଓ ଫ୍ରେମ୍ ମଝିରେ ବିଟ ଥିଲା। ଯଥା: ସେ ସବୁର ମଧ୍ୟଦେଶ ଥିଲା ଓ ସେହିସବୁ ମଧ୍ୟଦେଶ ବିଟମାନଙ୍କ ମଧ୍ୟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
Odia IRV 2017 (ଓଡିଆ ବାଇବେଲ)
ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;