1 Kings 7:29 — Compare Translations
5 translations compared side by side
Odia - 1840
"ପୁଣି ବିଟର ମଧ୍ଯବର୍ତ୍ତିସସହିସବୁ ମଧ୍ଯଲଦଶସର ସିଂହ,ସଗାରୁ ଓ କିରୁବ ଦୂତମାଲନ ଥିଲଲ। ବିଟ ଉପଲର ଏକ ବଇଠି ଥିଲା। ପୁଣି ସିଂହ ଓସଗାରୁମାନଙ୍କ ତଲଳ ସୂକ୍ଷ୍ମ କାର୍ୟ୍ଯର ମାଳା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ ଓ ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବିଟର ମଧ୍ୟବର୍ତ୍ତି ସେହିସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୁବଦୂତମାନେ ଥିଲେ। ବିଟ ଉପରେ ଏକ ବଇଠି ଥିଲା। ପୁଣି ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।