1 Kings 7:3 — Compare Translations
5 translations compared side by side
Odia - 1840
"ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଚାଳିଶ କଡି ଉପଲର ଏରସ କାଠର ଛାତ କଲଲ, ପ୍ରତି ଧାଡିସର ପନ୍ଦରଟି ଲଲଖାଏଁ କଡି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଗ୍ଭଳିଶ କଡ଼ି ଉପରେ ଏରସ କାଠର ଛାତ କଲେ, ପ୍ରତି ଧାଡ଼ିରେ ପନ୍ଦରଟି ଲେଖାଏଁ କଡ଼ି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।