1 Kings 7:30 — Compare Translations

5 translations compared side by side

Odia - 1840
"ପ୍ରଲତ୍ୟକକ ବୈଠିକିର ପିତ୍ତଳମଯ ଗ୍ଭସରାଟି ପିତ୍ତଳମଯ ଚକ ପିତ୍ତଳର ଅଖ ଗ୍ଭରିକଣସର ସ୍ଥାପିତ ଅବଲମ୍ବନ ଥିଲା।ସସହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ ପାତ୍ର ତଲଳ ଥିଲା ଓ ପ୍ରଲତ୍ୟକକର ପାଶର୍‌ବସର ମାଳା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପ୍ରତ୍ୟେକ ବୈଠିର ପିତ୍ତଳମୟ ଚାରି ଚକ୍ର ଓ ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ଵନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ଵନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ଵରେ ମାଳା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବୈଠିକିର ଗ୍ଭରୋଟି ପିତ୍ତଳମୟ ଚକ ଓ ପିତ୍ତଳର ଅଖ ଗ୍ଭରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା। ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।