1 Kings 7:32 — Compare Translations

5 translations compared side by side

Odia - 1840
"ଫ୍ସରମ ତଲଳ ଗ୍ଭସରାଟି ଚକ ଥିଲା ଓ ଚକଗୁଡିକର ବ୍ଯାସ ଦଲଢହାତ ଥିଲା। ଚକଗୁଡିକର କାଠସଗାଟିଏ ଖଣ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବୈଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଫ୍ରେମ୍ ତଳେ ଗ୍ଭରୋଟି ଚକ ଥିଲା ଓ ଚକଗୁଡ଼ିକର ବ୍ୟାସ ଦେଢ଼ ହାତ ଥିଲା। ଚକଗୁଡ଼ିକର କାଠ ଗୋଟିଏ ଖଣ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।