1 Kings 7:33 — Compare Translations
5 translations compared side by side
Odia - 1840
"ଆଉସସହି ଚକଗୁଡିକ ରଥର ଚକ ସଦୃଶ ଥିଲା। ତାହାର ଅଖ, ନଲମି, ନାଭି ଓ ଅର ସବୁ ଢଳା ପିତ୍ତଳସର ନିର୍ମିତସହାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ ଓ ନେମି ଓ ନାଭି ଓ ଅରସବୁ ଢଳାକର୍ମର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଚକଗୁଡ଼ିକ ରଥର ଚକ ସଦୃଶ ଥିଲା। ତାହାର ଅଖ, ନେମି, ନାଭି ଓ ଅର ସବୁ ଢଳା ପିତ୍ତଳରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।