1 Kings 7:35 — Compare Translations
5 translations compared side by side
Odia - 1840
"ଆଉ ପ୍ରତି ଖଟୁଲି ମୁଣ୍ତସର ଅର୍ଦ୍ଧହସ୍ତ ଉଚ୍ଚ ପିତ୍ତଲର ଗୋଲାକାର ବଲଢା ଥିଲା। ଖଟୁଲି ଉପରିସ୍ଥ ଅବଲମ୍ବନ ଓ ମଧ୍ଯସଦଶ ତାହା ସହିତ ନିର୍ମିତସହାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବୈଠିକି ମୁଣ୍ତରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବେଢ଼ ଥିଲା; ପୁଣି ବୈଠିକି ଉପରିସ୍ଥ ଅବଲମ୍ଵନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପ୍ରତି ଖଟୁଲି ମୁଣ୍ତରେ ଅର୍ଦ୍ଧହସ୍ତ ଉଚ୍ଚ ପିତ୍ତଲର ଗୋଲାକାର ବେଢ଼ା ଥିଲା। ଖଟୁଲି ଉପରିସ୍ଥ ଅବଲମ୍ବନ ଓ ମଧ୍ୟ ଦେଶ ତାହା ସହିତ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।