1 Kings 7:36 — Compare Translations
5 translations compared side by side
Odia - 1840
"ସସଇ ଖଟୁଲିର ଓ ଫ୍ସରମର ପାଶର୍ବସର କିରୁବ ଦୂତଗଣଙ୍କର, ସିଂହମାନଙ୍କର ଓ ଖଜୁରୀ ଗଛର ଛବିସଖାଦିତସହାଇଥିଲା। ଏହିସବୁ ଛବିଗୁଡିକ ଖଟୁଲିର ସବୁଆଲଡସଖାଦିତ କରାୟାଇ ଥିଲା ଓ ଖଟୁଲିର ଚତୁପାଶର୍ବସର ଥିବା ଫ୍ସରମସର ଫୁଲସବୁସଖାଦିତସହାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତହିଁର ଅବଲମ୍ଵନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ ଓ ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଳି ଚତୁର୍ଦ୍ଦିଗରେ ମାଳା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଇ ଖଟୁଲିର ଓ ଫ୍ରେମ୍ର ପାର୍ଶ୍ୱରେ କିରୁବଦୂତଗଣଙ୍କର, ସିଂହମାନଙ୍କର ଓ ଖଜୁରୀ ଗଛର ଛବି ଖୋଦିତ ହୋଇଥିଲା। ଏହିସବୁ ଛବିଗୁଡ଼ିକ ଖଟୁଲିର ସବୁଆଡ଼େ ଖୋଦିତ କରାଯାଇ ଥିଲା ଓ ଖଟୁଲିର ଚତୁର୍ପାର୍ଶ୍ୱରେ ଥିବା ଫ୍ରେମ୍ରେ ଫୁଲସବୁ ଖୋଦିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।