1 Kings 7:37 — Compare Translations

5 translations compared side by side

Odia - 1840
"ହୀରମ ଦଶଟି ଖଟୁଲି ନିର୍ମାଣ କଲା। ପ୍ରଲତ୍ୟକକ ଖଟୁଲିର ଆକୃତି ଓ ଆକାର ସମାନ ଥିଲା। କାରଣ ପିତ୍ତଳକୁ ତରଳାଇସଗାଟିଏ ଛାଞ୍ଚସର ଢାଳିସସସସଗୁଡିକୁ ନିର୍ମାଣ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଏକ ଛାଞ୍ଚ ଓ ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବୈଠିକିଯାକ ନିର୍ମାଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ଦଶ ଗୋଟି ଖଟୁଲି ନିର୍ମାଣ କଲା। ପ୍ରତ୍ୟେକ ଖଟୁଲିର ଆକୃତି ଓ ଆକାର ସମାନ ଥିଲା। କାରଣ ପିତ୍ତଳକୁ ତରଳାଇ ଗୋଟିଏ ଛାଞ୍ଚରେ ଢାଳି ସେ ସେଗୁଡ଼ିକୁ ନିର୍ମାଣ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।