1 Kings 7:38 — Compare Translations
5 translations compared side by side
Odia - 1840
"ସସ ଦଶଟି ଖଟୁଲି ଉପଲର ରହିବା ପାଇଁ ଦଶଟି ମାଠିଆ ନିର୍ମାଣ କଲା। ପ୍ରଲତ୍ୟକକ ମାଠିଆର ବ୍ଯାସ ଗ୍ଭରିହାତ ଥିଲା ଓ ପ୍ରଲତ୍ୟକକ ମାଠିଆ ଗ୍ଭଳିଶ ମହଣ ଧାରଣ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି ଦଶ ବୈଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦଶ ଗୋଟି ଖଟୁଲି ଉପରେ ରହିବା ପାଇଁ ଦଶ ଗୋଟି ମାଠିଆ ନିର୍ମାଣ କଲା। ପ୍ରତ୍ୟେକ ମାଠିଆର ବ୍ୟାସ ଗ୍ଭରି ହାତ ଥିଲା ଓ ପ୍ରତ୍ୟେକ ମାଠିଆ ଗ୍ଭଳିଶ୍ ମହଣ ଧାରଣ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।