1 Kings 7:39 — Compare Translations

5 translations compared side by side

Odia - 1840
"ପୁଣିସସ ମନ୍ଦିରର ଦକ୍ଷିଣ ପାଶର୍‌ବସର ପାଞ୍ଚ ଓ ବାମ ପାଶର୍‌ବସର ପାଞ୍ଚ ଖଟୁଲି ରଖିଲା। ଆଉ ଗୃହ ଦକ୍ଷିଣପୂର୍ବ କଣସର ସମୁଦ୍ର ରୂପକ ପାତ୍ର ସ୍ଥାପନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଗୃହର ଦକ୍ଷିଣ ପାର୍ଶ୍ଵରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ଵରେ ପାଞ୍ଚ ବୈଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ଵରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ମନ୍ଦିରର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ବାମ ପାର୍ଶ୍ୱରେ ପାଞ୍ଚ ଖଟୁଲି ରଖିଲା। ଆଉ ଗୃହ ଦକ୍ଷିଣପୂର୍ବ କୋଣରେ ସମୁଦ୍ର ରୂପକ ପାତ୍ର ସ୍ଥାପନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।