1 Kings 7:4 — Compare Translations
5 translations compared side by side
Odia - 1840
"ପ୍ରଲତ୍ୟକକ ପାଶର୍ବ କାନ୍ଥସର ତିନି ଧାଡି ଝରକା ଥିଲା ଓ ପରସ୍ପରସସଗୁଡିକ ସମ୍ମୁଖାସମ୍ମୁଖି ଥିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପାର୍ଶ୍ୱ କାନ୍ଥରେ ତିନି ଧାଡ଼ି ଝରକା ଥିଲା ଓ ପରସ୍ପର ସେଗୁଡ଼ିକ ସମ୍ମୁଖାସମ୍ମୁଖୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।