1 Kings 7:40 — Compare Translations
5 translations compared side by side
Odia - 1840
"ହୀରମ ଏହିସବୁ ପ୍ରକ୍ଷାଳନ ପାତ୍ର,ସଛାଟ କରଚୁଲ୍ଲୀ ଏବଂସଛାଟ ତାଟିଆଗୁଡିକ ନିର୍ମାଣ କଲା।ସସ ଶଲଲାମନଙ୍କ ଇଚ୍ଛାନୁସାସର ସମସ୍ତ ଜିନିଷ ତିଆରି ସମାପ୍ତ କଲା। ସଦାପ୍ରଭୁଙ୍କ ମନ୍ଦିର ନିମନ୍ଲତ ନିମ୍ନ ତାଲିକା ମୁତାବକ ଜିନିଷ ନିର୍ମିତସହଲା। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ତ ନିର୍ମାଣ କଲା । ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ଏହିସବୁ ପ୍ରକ୍ଷାଳନ ପାତ୍ର, ଛୋଟ କରଚୁଲ୍ଲୀ ଏବଂ ଛୋଟ ତାଟିଆଗୁଡ଼ିକ ନିର୍ମାଣ କଲା। ସେ ଶଲୋମନଙ୍କ ଇଚ୍ଛାନୁସାରେ ସମସ୍ତ ଜିନିଷ ତିଆରି ସମାପ୍ତ କଲା। ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ନିମ୍ନ ତାଲିକା ମୁତାବକ ଜିନିଷ ନିର୍ମିତ ହେଲା। ଯଥା: 2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ; 2 ଗୋଟି ଜାଲି; 400 ଗୋଟି ଡାଳିମ୍ବ ଉଭୟ ଜାଲି ନିମନ୍ତେ, ପ୍ରତ୍ୟେକ ଜାଲିରେ ଦୁଇଧାଡ଼ି ଡାଳିମ୍ବ ରହିବ; 10 ଗୋଟି ଶଗଡ଼ରୁ ପ୍ରତ୍ୟେକ ଶଗଡ଼ରେ ଗୋଟିଏ ପକ୍ଷାଳନ ପାତ୍ର ରହିବ; ସମୁଦ୍ର ପରି ଏକ ବଡ଼ କୁଣ୍ତ, ସମୁଦ୍ର ଆକୃତି କୁଣ୍ତ ତଳେ ବାରଟି ଷଣ୍ଢର ଛବି; ପାତ୍ରଗୁଡ଼ିକ, କରଚୁଲ୍ଲୀଗୁଡ଼ିକ ଏବଂ ତାଟିଆଗୁଡ଼ିକ ହୀରମ୍ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିର ପାଇଁ ତିଆରି ହୋଇଥିଲା। Huram made everything King Solomon wanted. ସେଗୁଡ଼ିକ ସୁନ୍ଦର ପିତ୍ତଳରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;