1 Kings 7:41 — Compare Translations
4 translations compared side by side
Odia - 1840
"2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
Odia IRV 2017 (ଓଡିଆ ବାଇବେଲ)
ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;