1 Kings 7:42 — Compare Translations
4 translations compared side by side
Odia - 1840
"2 ଗୋଟି ଜାଲି; 400 ଗୋଟି ଡାଳିମ୍ବ ଉଭୟ ଜାଲି ନିମନ୍ତେ, ପ୍ରତ୍ୟେକ ଜାଲିରେ ଦୁଇଧାଡ଼ି ଡାଳିମ୍ବ ରହିବ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;