1 Kings 7:43 — Compare Translations

4 translations compared side by side

Odia - 1840
"10 ଗୋଟି ଶଗଡ଼ରୁ ପ୍ରତ୍ୟେକ ଶଗଡ଼ରେ ଗୋଟିଏ ପକ୍ଷାଳନ ପାତ୍ର ରହିବ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦଶ ବୈଠିକି ଓ ସେହିସବୁ ବୈଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
Odia IRV 2017 (ଓଡିଆ ବାଇବେଲ)
ଆଉ, ଦଶ ବଇଠିକି ଓ ସେହିସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,