1 Kings 7:44 — Compare Translations

4 translations compared side by side

Odia - 1840
"ସମୁଦ୍ର ପରି ଏକ ବଡ଼ କୁଣ୍ତ, ସମୁଦ୍ର ଆକୃତି କୁଣ୍ତ ତଳେ ବାରଟି ଷଣ୍ଢର ଛବି;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଏକ ସମୁଦ୍ରରୂପ ପାତ୍ର ଓ ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,
Odia IRV 2017 (ଓଡିଆ ବାଇବେଲ)
ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ,